ବାଲେଶ୍ବର ସବ୍ ରେଜିଷ୍ଟ୍ରି କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

ବାଲେଶ୍ବର : ବାଲେଶ୍ବର ସବ୍ ରେଜିଷ୍ଟ୍ରି କାର୍ୟ୍ୟାଳୟରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଦୁଇଟି ଦମକଳ ଗାଡ଼ି ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ପ୍ରୟାସ ଜାରି ରଖିଥିବା ଜଣାପଡିଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।

Comments are closed.