କୋଇଲା ବୋଝେଇ ଟ୍ରେନ୍‌ରେ ଅଗ୍ନିକାଣ୍ଡ

ସମ୍ବଲପୁର : ଶନିବାର ଅପରାହ୍ନରେ ଏକ କୋଇଲା ବୋଝେଇ ଟ୍ରେନ୍‌ର ୨ଟି ବଗିରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ଟ୍ରେନଟି ଷ୍ଟେସନ ଠିଆ ହୋଇଥିବା ​‌ବେଳେ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ । ଏଥିରେ କେହି ମୃତାହତ ହୋଇଥିବା ସୂଚନା ମିଳିନାହିଁ ।

Comments are closed.