ଦିଲ୍ଲୀର ଏକ କାରଖାନାରେ ଭୟାବହ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ : ଦିଲ୍ଲୀର ଏକ କାରଖାନାରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବା ଶୁକ୍ରବାର ଜଣାପଡ଼ଇଛି। ନାଗଲୋଇ ଅଞ୍ଚଳ ନରେଶ ପାର୍କର ଏକ କାରଖାନାରେ ଏହି ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ନିଆଁକୁ ଆୟତ୍ତ କରିବାକୁ ୧୩ଟି ଅଗ୍ନିଶମ ବାହିନୀ ନିୟୋଜିତ ରହିଛନ୍ତି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଏଯାବତ କେତେ ପରିମାଣରେ କ୍ଷୟକ୍ଷତି ହୋଇଛି ସେନେଇ କୌଣସି ସୂଚନା ମିଳିପାରି ନାହିଁ।

 

Comments are closed.