ଦିଲ୍ଲୀର ଏକ ଘରୁ ମିଳିଲା ୫ ଜଣଙ୍କ ମୃତଦେହ

ନୂଆଦିଲ୍ଲୀ: ଦିଲ୍ଲୀର ଭଜନପୁରା ଅଞ୍ଚଳରେ ଏକ ଘର ଭିତରୁ ୫ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ବୁଧବାର ଅପରାହ୍ନରେ ଏହି ଘଟଣା ସମ୍ପର୍କରେ ଜଣାପଡିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି।ସୂଚନା ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପ୍ରାଥମିକ ତଦନ୍ତରୁ ପୁଲିସ ହତ୍ୟା ସନ୍ଦେହ କରୁଛି।

Comments are closed.