Breaking News

Breaking News

ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ ପକ୍ଷରୁ ଓଡ଼ିଶା ଉପକୂଳର ଚାନ୍ଦିପୁରସ୍ଥିତ ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେଞ୍ଜରୁ ସ୍ୱଦେଶୀ ଜ୍ଞାନ କୌଶଳରେ ନିର୍ମିତ କ୍ରୁଜ୍ କ୍ଷେପଣାସ୍ତ୍ର (ଆଇଟିସିଏମ୍)ର ସଫଳ ପରୀକ୍ଷଣ କରାଯାଇଛି // ପରୀକ୍ଷା ସମୟରେ ଭାରତୀୟ ବାୟୁସେନାର ସୁ-୩୦-ଏମ୍ କେ-୧ ବିମାନରୁ ଏହି କ୍ଷେପଣାସ୍ତ୍ରର ଉଡ଼ାଣ ଉପରେ ନଜର ରଖାଯାଇଥିଲା // ଭୁବନେଶ୍ୱରରେ ସାଢେ ୨ଟା ସୁଦ୍ଧା ତାପମାତ୍ରା ୪୩.୬ ଡିଗ୍ରୀ ରେକର୍ଡ // କଂଗ୍ରେସରେ ସାମିଲ ହେଲେ କେନ୍ଦ୍ରାପଡ଼ାର ପୂର୍ବତନ ବିଜେଡି ବିଧାୟିକା ସିପ୍ରା ମଲ୍ଲିକ // ବିଜେଡିରେ ମିଶିଲେ ଓଲିଉଡ଼ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ // ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ପାଇଁ ବିଜ୍ଞପ୍ତି ପ୍ରକାଶ //
4:09 AM