କେରଳର ପୂର୍ବତନ ମନ୍ତ୍ରୀ ତଥା ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟିର ଅଧ୍ୟକ୍ଷ ଥୋମାସ ଚାଣ୍ଡିଙ୍କ ପରଲୋକ

କେରଳ : କେରଳର ପୂର୍ବତନ ମନ୍ତ୍ରୀ ତଥା ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟିର ଅଧ୍ୟକ୍ଷ ଥୋମାସ ଚାଣ୍ଡିଙ୍କର ଶୁକ୍ରବାର ଦ୍ବିପ୍ରହରରେ ନିଜ ବାସଭବନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ବର୍ଷ ବୟସ ହୋଇଥିଲା। ସେ କର୍କଟ ରୋଗରେ ପୀଡିତ ହୋଇ ଦୀର୍ଘ ଦିନ ହେବ ଚିକିତ୍ସିତ ହେଉଥିଲେ।

Comments are closed.