ପିଆଜ ଟ୍ରକ୍‌ରେ ଗଞ୍ଜେଇ ଚାଲାଣ, ୨ ଗିରଫ

0

ମାଲକାନଗିରି : ଏକ ଅଭିନବ ଉପାୟରେ ଗଞ୍ଜେଇ ଚୋରା ଚାଲାଣର ପର୍ଦ୍ଦାଫାଶ ହୋଇଛି । ପିଆଜ ବୋଝେଇ ଟ୍ରକରେ ଚିତ୍ରକୋଣ୍ଡା ଅଞ୍ଚଳରୁ ଛତିଶଗଡ଼କୁ ଗଞ୍ଜେଇ ଚାଲାଣ ହେଉଥିବା ଏକ ଗାଡିକୁ ପୁଲିସ ଜବତ କରିଛି । ଚଢଉ ବେଳେ ଟ୍ରକ୍‌ରୁ ଆଠ କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଛି । ଏହି ଘଟଣାରେ ପୁଲିସ ଦୁଇ ଜଣଙ୍କ ଗିରଫ କରିଛି । ଏନେଇ ଖଇରପୁଟ ପୁଲିସ ଅଧିକ ତଦନ୍ତ ଜାରି ରଖିଛି ।

Leave A Reply