ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜର୍ଜ ଫର୍ଣ୍ଣାଣ୍ଡିଜଙ୍କ ପରଲୋକ

0

ନୂଆଦିଲ୍ଲୀ : ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜର୍ଜ ଫର୍ଣ୍ଣାଣ୍ଡିଜଙ୍କ ପରଲୋକ ହୋଇଯାଇଛି। ୮୮ବର୍ଷ ବୟସରେ ଦିଲ୍ଲୀରେ ତାଙ୍କର ପରଲୋକ ହୋଇଛି। ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ସେ ପ୍ରତିରକ୍ଷା, ରେଲବାଇ ଓ ଶିଳ୍ପ ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ। ଜର୍ଜ ଫର୍ଣ୍ଣାଣ୍ଡିଜ୍ ଲୋକସଭାକୁ ୯ଥର ନିର୍ବାଚିତ ହୋଇଥିଲେ। ତାଙ୍କ ପ୍ରତିରକ୍ଷା ମନ୍ତ୍ରୀ ଥିବା ବେଳେ ପୋଖରାନ ପରୀକ୍ଷଣ ହୋଇଥିଲା।

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜର୍ଜ ଫର୍ଣ୍ଣାଣ୍ଡିଜଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।

Leave A Reply