କେନ୍ଦୁଝରରେ ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

କେନ୍ଦୁଝର : ଆଜି ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମ ଜୟନ୍ତୀ। ଏହି ପବିତ୍ର ଦିବସ ଅବସରରେ କେନ୍ଦୁଝରରେ ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ ହୋଇଯାଇଛି।

Comments are closed.