କନ୍ନଡ଼ ଅଭିନେତା ଏଚ ଜି ସୋମଶେଖର ରାଓଙ୍କ ପରଲୋକ

ନୂଆଦିଲ୍ଲୀ : ପ୍ରସିଦ୍ଧ କନ୍ନଡ଼ ଅଭିନେତା ଏଚ ଜି ସୋମଶେଖର ରାଓ (ସୋମନ୍ନା)ଙ୍କର ବୁଧବାର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ବର୍ଷ ବୟସ ହୋଇଥିଲା। ସୋମଶେଖର ରାଓଙ୍କର ହୃଦଘାତରେ ପରଲୋକ ହୋଇଥିବା ଜଣାପଡ଼ିିଛି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଥିଲେ।

Comments
Loading...