www.samajalive.in
Monday, December 15, 2025
26.1 C
Bhubaneswar

କନ୍ନଡ଼ ଅଭିନେତା ଏଚ ଜି ସୋମଶେଖର ରାଓଙ୍କ ପରଲୋକ

ନୂଆଦିଲ୍ଲୀ : ପ୍ରସିଦ୍ଧ କନ୍ନଡ଼ ଅଭିନେତା ଏଚ ଜି ସୋମଶେଖର ରାଓ (ସୋମନ୍ନା)ଙ୍କର ବୁଧବାର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ବର୍ଷ ବୟସ ହୋଇଥିଲା। ସୋମଶେଖର ରାଓଙ୍କର ହୃଦଘାତରେ ପରଲୋକ ହୋଇଥିବା ଜଣାପଡ଼ିିଛି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଥିଲେ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories