ପୁରୀ ଓ ରାଜଧାନୀରେ ରେକର୍ଡ ସୃଷ୍ଟି କଲା ବର୍ଷା

ଭୁବନେଶ୍ୱର :ଗତକାଲି ଠାରୁ ଟ୍ୱିନ ସିଟି ସହ ରାଜ୍ୟର ଅନେକ ସ୍ଥାନରେ ଲାଗି ରହିଛି ଲଗାଣ ବର୍ଷା। ପୁରୀ ଓ ଭୁବନେଶ୍ୱରରେ ରେକର୍ଡ ଭାଙ୍ଗିଲା ବର୍ଷା ବିତ୍ପାତ । ପୁରୀରେ ସର୍ବାଧିକ ୩୪୧ ମିମି ବର୍ଷା ରେକର୍ଡ କରାଯାଇଛି। ୮୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଛି। ପୁରୀ। ପାରାଦୀପରେ ୨୧୯ ମିମି ଓ ଭୁବନେଶ୍ୱରରେ ୧୯୫ ମିମି ବର୍ଷା। ୬୩ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଛି ଭୁବନେଶ୍ୱର । ସେହିପରି ଅବପାତ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେଲା। ଚାନ୍ଦବାଲି ଦେଇ ଆଜି ଭୋରରୁ ସ୍ଥଳପଥ ଅତିକ୍ରମ କଲା।

Comments are closed.