କଟକରୁ ବ୍ରାଉନସୁଗାର ଜବତ, ଜଣେ ଗିରଫ

0

କଟକ: କଟକ ଲିଙ୍କରୋଡରୁ ବ୍ରାଉନସୁଗାର ଜବତ ହୋଇଛି। ଏଥିରେ ଜଣଙ୍କୁ ଗିରଫ କରାଯାଇଛି। ଶୁକ୍ରବାର ଦିନ କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ଚଢାଉ କରି ଏହି ବ୍ରାଉନସୁଗାର ଜବତ କରିଛି। ଜଣେ ଲୋକଙ୍କ ଠାରୁ ବ୍ରାଉନସୁଗାର ଜବତ ହୋଇଛି। ଜବତ ବ୍ରାଉନସୁଗାରର ମୂଲ୍ୟ ୬ଲକ୍ଷ ହେବ ବୋଲି ଅନୁମାନ କରାଯାଉଛି।

Leave A Reply