ବୃଦ୍ଧି ପାଉଛି ହୀରାକୁଦ ଜଳସ୍ତର

ସମ୍ବଲପୁର : ଉପର ମୁଣ୍ଡରେ ବର୍ଷା ଯୋଗୁଁ ଧିରେ ଧିରେ ହୀରକୁଦ ଜଳ ଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଉଛି। ରବିବାର ସକାଳ ୬ଟା ସୁଦ୍ଧା ଜଳ ଭଣ୍ଡାରରେ ୬୧୩.୫୨ ଫୁଟ ଯାଏଁ ଜଳସ୍ତର ରହିଛି। ପ୍ରତି ସେକେଣ୍ଡରେ ଜଳ ଭଣ୍ଡାରକୁ ୧ ଲକ୍ଷ ୩୮ ହଜାର ୩୩୧ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ସେହି ସମୟରେ ୧୩ ହଜାର ୯୫୧ କ୍ୟୁସେକ ଜଳ ବିଭିନ୍ନ କେନାଲ ଦେଇ ନିଷ୍କାସିତ ହେଉଛି। ହୀରାକୁଦ ଜଳଭଣ୍ଡାରର ଜଳ ଧାରଣ କ୍ଷମତା ୬୩୦ ଫୁଟ ଥିବା ବେଳେ ଲଗାଣ ବର୍ଷା କାରଣରୁ ଡ଼୍ୟାମରେ ଜଳସ୍ତର ବୃଦ୍ଧି ପାଉଛି।

Comments are closed.