ହୀରାକୁଦର ଜଳସ୍ତର ୬୩୦ ଫୁଟ୍ ; ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ

ହୀରାକୁଦ : ହୀରାକୁଦରେ ଉପର ମୁଣ୍ଡରୁ ଜଳ ପ୍ରବେଶ କମି ଥିବାରୁ ମଙ୍ଗଳବାର ୨ଟି ଗେଟ ବନ୍ଦ କରାଯାଇଛି । ବର୍ତ୍ତମାନ ୨୦ଟି ଗେଟ ଦେଇ ଜଳ ନିଷ୍କାସନ କରାଯାଉଛି ।  ଜଳ ଭଣ୍ଡାରକୁ ପ୍ରତି ସେକେଣ୍ଡରେ ୩ ଲକ୍ଷ ୫୦ ହଜାର କ୍ୟୁସେକ ବନ୍ୟାଜଳ ପ୍ରବେଶ କରୁଥିବାବେଳେ ସମପରିମାଣର ଜଳ ନିଷ୍କାସନ ହେଉଛି । ହୀରାକୁଦ ଜଳ ଭଣ୍ଡାରର ଜଳସ୍ତର ୬୩୦ ଫୁଟ ରହିଛି ।

Comments are closed.