ହୀରାକୁଦ ଡ୍ୟାମର ବନ୍ଦ ହେଲା ଆଉ ୨ଟି ଗେଟ୍

ହୀରାକୁଦ : ଉପର ମୁଣ୍ଡରେ ବର୍ଷା କମିଥିବାରୁ ଜଳ ଭଣ୍ଡାରକୁ ଜଳ ପ୍ରବାହ କମିଯାଇଛି। ତେବେ ହୀରାକୁଦର ଡ୍ୟାମର ଆଉ ଦୁଇଟି ଫାଟକକୁ ବନ୍ଦ କରାଯାଇଛି। ଏବେ ମୋଟ୍ ୦୯ଟି ଗେଟ୍ ଦେଇ  ବନ୍ୟାଜଳ ନିଷ୍କାସିତ ହେଉଥିବା ଜଣାପଡିଛି। ବାମପଟୁ ୭ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଥିବାବେଳେ ଡାହାଣପଟୁ ୦୨ଟି ଗେଟ୍ ଦେଇ ଜଳନିଷ୍କାସନ ଜାରି ରହିଛି।

Comments
Loading...