ହୀରାକୁଦ ବନ୍ଧର ଆଉ ୩ଟି ଗେଟ୍ ଖୋଲିଲା : ୧୫ଟି ଗେଟ୍ ଦେଇ ଜଳ ନିଷ୍କାସିତ

ସମ୍ବଲପୁର : ଉପର ମୁଣ୍ଡରେ ବର୍ଷାକୁ ଦୃଷ୍ଟିରେ ଶନିବାର ସକାଳୁ ହୀରାକୁଦ ବନ୍ଧର ଆଉ ୩ଟି ଗେଟ୍ ଖୋଲାଯାଇଛି। ଫଳରେ ମୋଟ ୧୫ଟି ଗେଟ୍ ଦେଇ ୧ ଲକ୍ଷ ଜଳ ମହାନଦୀକୁ ନିଷ୍କାସିତ ହେଉଛି। ବର୍ତ୍ତମାନ ହୀରାକୁଦର ଜଳସ୍ତର ୬୧୫.୮୩ଫୁଟ୍ ରହିଛି। ପ୍ରତି ସେକେଣ୍ଡରେ ୮୧,୨୨୪ କ୍ୟୁସେକ୍ ଜଳ ପ୍ରବେଶ କରୁଥିବାବେଳେ ପ୍ରତି ସେକେଣ୍ଡରେ ୨ଲକ୍ଷ ୩୯୭ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି।

Comments are closed.