ଭାରତ ଓ ବାଂଲାଦେଶ ପ୍ରଥମ ଟ୍ବେଣ୍ଟି-୨୦ : ବାଂଲାଦେଶ ପାଇଁ ୧୪୯ରନର ବିଜୟ ଲକ୍ଷ୍ୟ ରଖିଲା ଭାରତ

ନୂଆଦିଲ୍ଲୀ : ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଓ ବାଂଲାଦେଶ ମଧ୍ୟରେ ପ୍ରଥମ ଟ୍ବେଣ୍ଟି-୨୦ ମ୍ୟାଚ ଖେଳାଯାଉଛି। ବାଂଲାଦେଶ ପ୍ରଥମେ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଭାରତ ପ୍ରଥମେ ବ୍ୟାଟିଂ କରି  ନିର୍ଦ୍ଧାରିତ ୨୦ଓଭରରେ ବାଂଲାଦେଶ ପାଇଁ ୧୪୯ରନର ବିଜୟ ଲକ୍ଷ୍ୟ ଧାର୍ୟ୍ୟ କରିଛି। ଭାରତ ପକ୍ଷରୁ ଶିଖର ଧୱନ୍ ସର୍ବାଧିକ ୪୧ ରନ୍ କରିଛନ୍ତି।

Comments are closed.