‘ଫନି’ ପାଇଁ ଶୁକ୍ରବାର ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ

ଭୁବନେଶ୍ବର : ସାମୁଦ୍ରିକ ଝଡ ‘ଫନି’ ପାଇଁ ଶୁକ୍ରବାର ସମସ୍ତ ଇଣ୍ଡିଗୋ ବିମାନ ଉଡ଼ାଣକୁ ବାତିଲ କରାଯାଇଛି। ‘ଫନି’ ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟାକୁ ୧୭୦ରୁ ୧୮୦ କିମି ବେଗ ରହିବ। କେତେକ ସ୍ଥାନରେ ପବନର ବେଗ ଘଣ୍ଟାକୁ ୨୦୦କିମି ରହିବ। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରକୁ ଆସୁଥିବା ଏବଂ ଯାଉଁଥିବା ଇଣ୍ଡିଗୋ ବିମାନକୁ ବାତିଲ କରାଯାଇଛି।

Comments are closed.