ଚେନ୍ନଇ ପାଇଁ ୨୧୭ରନର ବିଜୟ ଲକ୍ଷ୍ୟ ରଖିଲା ରାଜସ୍ଥାନ

ଶାରଜା : ଆଇପିଏଲ ୨୦୨୦ର ଚତୁର୍ଥ ମ୍ୟାଚ୍ ମଙ୍ଗଳବାର ଚେନ୍ନଇ ସୁପର କିଙ୍ଗସ୍ ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଉଛି। ଆଜିର ମ୍ୟାଚରେ ଚେନ୍ନଇ ଅଧିନାୟକ ମହେନ୍ଦ୍ର ସିଂହ ଧୋନି ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ । ରାଜସ୍ଥାନ ପ୍ରଥମେ ବ୍ୟାଟିଂ କରି ଚେନ୍ନଇ ପାଇଁ ୨୧୭ରନର ବିଶାଳ ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଛି। ରାଜସ୍ଥାନ ରୟାଲ୍ସ ପକ୍ଷରୁ ସଞ୍ଜୁ ସାମସନ୍ ସର୍ବାଧିକ ୭୪ ରନ୍ କରିଛନ୍ତି।

Comments are closed.