ଆଇପିଏଲ୍ ୨୦୨୦: ଟସ୍ ଜିତି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ବ୍ୟାଟିଂ ପାଇଁ ଆମନ୍ତ୍ରିତ କଲା ସନରାଇଜର୍ସ ହାଇଦ୍ରାବାଦ୍‌

ଦୁବାଇ : ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)ର ୧୩ତମ ସଂସ୍କରଣର ତୃତୀୟ ଲିଗ୍‌ ମ୍ୟାଚ ସୋମବାର ଆରମ୍ଭ ହୋଇଛି। ଏହି ମ୍ୟାଚରେ ଟସ୍ ଜିତି ପ୍ରଥମେ ଫିଲ୍ଡିଂ ନିଷ୍ପତ୍ତି ନେଇଛି ହାଇଦ୍ରାବାଦ। ହାଇଦ୍ରାବାଦର ଅଧିନାୟକ ଡେଭିଡ୍ ଓ୍ୱାର୍ଣ୍ଣର ଟସ୍ ଜିତି ବିରାଟ କୋହଲିଙ୍କ ଟିମ୍ ଆରସିବିକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଛନ୍ତି।

Comments are closed.