ଯାଜପୁରରେ ଆଉ ଜଣେ କରୋନା ରୋଗୀ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ବୁଧବାର ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କରୋନା ଆକ୍ରାନ୍ତ ଜଣଙ୍କ ଯାଜପୁର ଜିଲାର ୩୮ ବର୍ଷ ବୟସର ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ କୁ ବୃଦ୍ଧି ପାଇଥିବାବେଳେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୩କୁ ବୃଦ୍ଧି ପାଇଛି ।

ଆଜି ଗୋଟିଏ ଦିନରେ ଏପର୍ଯ୍ୟନ୍ତ ୪ କରୋନା ଆକ୍ରନ୍ତ ଚିହ୍ନଟ ହୋଇଥିବାବେଳେ ୨ଜଣ ସୁସ୍ଥ ହୋଇଛନ୍ତି ।

Comments are closed.