ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କ ବିୟୋଗରେ ଯାଜପୁର ପ୍ରଶାସନ ପକ୍ଷରୁ ଶୋକ

ଯାଜପୁର : ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କ ଦେହାନ୍ତ ଖବର ଅତ୍ୟନ୍ତ ଦୁଃଖଦାୟକ। ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କ ବିୟୋଗରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ ସହ ତାଙ୍କ ଶୋକ ସନ୍ତପ୍ତ ପରିବାର କୁ ଗଭୀର ସମବେଦନା ଅର୍ପଣ କରୁଛୁ।

ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର, ଅତିରିକ୍ତ ଜିଲାପାଳ ରାଜସ୍ବ ଅକ୍ଷୟ କୁମାର ମଲ୍ଲିକ, ଅତିରିକ୍ତ ଜିଲାପାଳ କଳିଙ୍ଗ ନଗର ସନ୍ତୋଷ କୁମାର ମିଶ୍ର, ଅତିରିକ୍ତ ଜିଲାପାଳ ପ୍ରଶାସନ ମିହିର ପ୍ରସାଦ ମହାନ୍ତି, ପ୍ରକଳ୍ପ ନିର୍ଦ୍ଦେଶକ ଅଶୋକ କୁମାର ବେହୁରିଆ ଉପଜିଲାପାଳ ଡ.ଶରତ ଚନ୍ଦ୍ର ମହାପାତ୍ର ଓ ଅନ୍ୟାନ୍ୟ ଅଧିକାରୀ, କର୍ମଚାରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

Comments are closed.