ରାଜ୍ୟସଭାକୁ ମନୋନୀତ ହେଲେ ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ ଗୋଗୋଇ

ନୂଆଦିଲ୍ଲୀ: ରାଷ୍ଟ୍ରପତି ରାମନାଥ କୋବିନ୍ଦ, ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କୁ ରାଜ୍ୟସଭା ସଦସ୍ୟ ଭାବେ ମନୋନୀତ କରିଛନ୍ତି।

ସୂଚନାଯୋଗ୍ୟ ଯେ ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ ଗୋଗୋଇଙ୍କୁ ପୂର୍ବରୁ ମନୋନୀତ ହୋଇଥିବା ଜଣେ ସଦସ୍ୟଙ୍କ ଅବସର ଯୋଗୁଁ ଖାଲିଥିବା ପଦ ପୂରଣ ପାଇଁ ରାଜ୍ୟସଭାକୁ ମନୋନୀତ କରାଯାଇଛି।

Comments are closed.