ଓଡ଼ିଶା ହାଇକୋର୍ଟକୁ ବଦଳି ହେଲେ ଜଷ୍ଟିସ ପ୍ରମଥ ପଟ୍ଟନାୟକ

0

କଟକ : ଓଡ଼ିଶା ହାଇକୋର୍ଟରେ ଜଣେ ନୂଆ ବିଚାରପତି ଯୋଗ ଦେବାକୁ ଯାଉଛନ୍ତି। ଜଷ୍ଟିସ ପ୍ରମଥ ପଟ୍ଟନାୟକଙ୍କର ଗୁରୁବାର ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇଛି। ଝାଡ଼ଖଣ୍ଡ ହାଇକୋର୍ଟରୁ ଓଡ଼ିଶା ହାଇକୋର୍ଟକୁ ତାଙ୍କର ବଦଳି ହୋଇଛି। ଫେବୃଆରୀ ୧୩ ମଧ୍ୟରେ କାର୍ଯ୍ୟରେ ଯୋଗ ଦେବାକୁ ଶ୍ରୀ ପଟ୍ଟନାୟକଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡ଼ିଛି।

Leave A Reply