ବିବାହ କରିବେ କାଜଲ ଅଗ୍ରଓ୍ବାଲ, ଇନଷ୍ଟାଗ୍ରାମରେ ସେୟାର କଲେ ନିମନ୍ତ୍ରଣ ପତ୍ର

ନୂଆଦିଲ୍ଲୀ : ଦକ୍ଷିଣ ଭାରତୀୟ ଅଭିନେତ୍ରୀ କାଜଲ ଅଗ୍ରଓ୍ବାଲ ଖୁବ୍ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। କାଜଲ ନିଜେ ଏ ଖୁସି ଖବର ତାଙ୍କ ପ୍ରଶଂସକମାନଙ୍କୁ ଦେଇଛନ୍ତି। କାଜଲ ନିଜର ଇନଷ୍ଟାଗ୍ରାମ୍ ଆକାଉଣ୍ଟରେ ବିବାହର ନିମନ୍ତ୍ରଣ ପତ୍ର ସେୟାର କରିଛନ୍ତି। ସେ ବ୍ୟବସାୟୀ ଗୌତମ କିଚଲୁଙ୍କୁ ବିବାହ କରିବାକୁ ଯାଉଥିବା ଜଣାପଡ଼ିଛି। ସେ ଅକ୍ଟୋବର ୩୦ରେ ମୁମ୍ବଇରେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି।

 

View this post on Instagram

 

♾🙏🏻

A post shared by Kajal Aggarwal (@kajalaggarwalofficial) on

Comments
Loading...