ଭବାନୀପାଟଣାରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

ଭବାନୀପାଟଣା : କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାସ୍ଥିତ ଲାଲବାହାଦୂର ଶାସ୍ତ୍ରୀ ଷ୍ଟାଡିୟମରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ  ଏଥିରେ  ମୂଖ୍ୟ ଅତିଥି ଭାବରେ  ଯୋଗ ଦେଇ ପତାକା ଉତ୍ତୋଳନ କରିବାସହ ମଳିତ ପ୍ୟାରଡରେ ଅଭିବାଦନ ଗ୍ରହଣ କରିଥିଲେ।

Comments are closed.