ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କଲେ ଜିଲ୍ଲାପାଳ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲାପାଳ ସରୋଜ କୁମାର ମିଶ୍ର ଆଜି କଲ୍ୟାଣସିଂପୁର ବ୍ଳକ ଅନ୍ତର୍ଗତ ସିକରପାଇ ଉଚ୍ଚ ବିଦ୍ୟାଳୟ ଗସ୍ଥ କରି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରି ଅlଧୁନିକ କରଣ କାର୍ଯ୍ୟ, ସ୍ମାର୍ଟ କ୍ଲାସ, ଇ-ଲାଇବ୍ରେରୀ, ବିଜ୍ଞାନଗାର, ଖେଳ ପଡ଼ିଆର କାର୍ଯ୍ୟ ସମୂହ ପରିଦର୍ଶନ କରିଥିଲେ ଓ କାର୍ଯ୍ୟରେ ସନ୍ତୋଷ ପ୍ରକାଶ କରିବା ସହିତ ସମସ୍ତ କାର୍ଯ୍ୟ ସମୟ ଅବଧି ଭିତରେ ଶେଷ କରିବା ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥଲେ। ଜିଲ୍ଲାପାଳ ଉଭୟ ଗୋଷ୍ଠୀ ଉନ୍ନୟନ ଅଧିକାରୀମାନଙ୍କୁ ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ପରାମର୍ଶ ଦେଇଥିଲେ।

Comments are closed.