କାର୍ତ୍ତିକ ମାସରେ ନିଶ୍ଚୟ କରନ୍ତୁ ଏହି ସରଳ ଉପାୟ

ଆରମ୍ଭ ହେଲା କାର୍ତ୍ତିକ ମାସ।  ପାରିବାରିକ ଓ ବୈବାହିକ ଜୀବନରେ ସୁଖ, ଶାନ୍ତି ପାଇଁ କାର୍ତ୍ତିକ ମାସରେ ତୁଳସୀ ଗଛ ପୂଜା କରିବା ସବୁଠୁ ଉତ୍ତମ ବୋଲି ବିଶ୍ବାସ ରହିଛି।
ଘରର ବାଡିରେ ବା ଅଗଣାରେ ତୁଳସୀ ଗଛ ଲଗାଇବାର ସଠିକ ସମୟ ହେଉଛି କାର୍ତ୍ତିକ ମାସ । ଏହି ମାସର ଯେକୌଣସି ଦିନରେ କିମ୍ବା ମାସ ଆରମ୍ଭରେ ତୁଳସୀ ଗଛ ଆଣି ଘରେ ଲଗାଇବା ଦ୍ବାରା ବୈବାହିକ ଜୀବନ ସୁଖମୟ ହେବା ସହ ପରିବାରରେ ଶାନ୍ତି ବଜାୟ ରହିଥାଏ ।
ପ୍ରତିଦିନ ସକାଳେ ଓ ସଂଧ୍ୟାରେ ତୁଳସୀ ଗଛ ମୂଳରେ ଘିଅ ବା ରାଶି ତେଲରେ ଦୀପ ଜଳାଇଲେ ପାରିବାରିକ ଜୀବନ ସୁଖମୟ ହୋଇଥାଏ।

Comments are closed.