ଲଗାଣ ବର୍ଷା ; କାନ୍ଥ ପଡି ୨ ମୃତ

କେନ୍ଦ୍ରାପଡା : କେନ୍ଦ୍ରାପଡାରେ ଏକ ଅଘଟଣ ଘଟିଥିବା ନେଇ ଆଜି ଖବର ମିଳିଛି। ଗତକାଲି ଠାରୁ ରାଜ୍ୟର ବିଭିନ୍ନ ଜିଲାରେ ଲାଗି ରହିଛି ଲଗାଣ ବର୍ଷା। ଲଗାଣ ବର୍ଷା ଯୋଗୁଁ କାନ୍ଥ ପଡି ୨ ଜଣଙ୍କର ମୃତ୍ୟୁ ଘଟିଛି। ଗରଦପୁର ବ୍ଲକ ବଡବେତରା ଗାଁର ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଥିବା ବେଳେ ଡେରାବିଶ ବେଣୀପୁର ଢିହସାହିରେ କାନ୍ଥ ପଡି ଆଉ ଜଣେ ବୃଦ୍ଧାଙ୍କର ମୃତ୍ୟୁ ଘଟିଛି।

Comments are closed.