କେନ୍ଦ୍ରାପଡ଼ା ବ୍ଲକ ଅଧ୍ୟକ୍ଷ ଅନାମ ବନ୍ଧୁ ଧଳଙ୍କ ହୃଦ୍‌ଘାତରେ ପରଲୋକ

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ବ୍ଲକ୍‌ ଅଧ୍ୟକ୍ଷ ଅନାମବନ୍ଧୁ ଧଳଙ୍କ ହୃଦ୍‌ଘାତରେ ପରଲୋକ ହୋଇଛି। ଧଳଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତର ମୃତ ଘୋଷଣା କରିଛନ୍ତି।  ସେ ୨୦୧୭ମସିହାରେ ଗଙ୍ଗପଡ଼ା ପଞ୍ଚାୟତ ସମିତି ସଭ୍ୟ ଭାବେ ନିର୍ବାଚିତ ହୋଇଥିଲେ।

Comments are closed.