ଖୋର୍ଦ୍ଧାରୁ ୧୩ ଜଣ ନିଜାମୁଦ୍ଦିନ ଧର୍ମୀୟ ସଭାରେ ଯୋଗଦେଇଥିଲେ

ଭୁବନେଶ୍ବର : ନିଜାମୁଦ୍ଦିନ ଧର୍ମୀୟ ସଭାକୁ ଖୋର୍ଦ୍ଧାରୁ ୧୩ ଜଣ ଯାଇଥିବା ଖୋର୍ଦ୍ଧା ଜିଲାପାଳ ସୀତାଂଶୁ ରାଉତଙ୍କ ସୂଚନା ଦେଇଛନ୍ତି । ୯ ଜଣଙ୍କୁ ଦିଲ୍ଲୀରେ କ୍ୱାରେଣ୍ଟାଇନ ସେଣ୍ଟରରେ ରଖାଯାଇଥିବା ବେଳେ ଜଣଙ୍କୁ ବିହାର କିଶନଗଂଜ କ୍ୱାରେଣ୍ଟାଇନ ସେଣ୍ଟରରେ ରଖାଯାଇଛି । ଓଡ଼ିଶା ଫେରି ଆସିଥିବା ୩ ଜଣଙ୍କୁ ଆଇସୋଲେସନରେ ରଖାଯାଇଛି ବୋଲି ଜିଲାପାଳ କହିଛନ୍ତି ।

Comments are closed.