ଝୁଲନ୍ତା ମୃତଦେହ ଉଦ୍ଧାର

0

ଖୋର୍ଦ୍ଧା : ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଗୟାବନ୍ଧ ଗ୍ରାମରେ ପରିତ୍ୟକ୍ତ ଘରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିବା ଜଣାପଡିଛି। ଏପର୍ଯ୍ୟନ୍ତ ମୃତ୍ୟୁର କାରଣ ଜଣାପଡିନାହିଁ।

Leave A Reply