କୋଣାର୍କ ମନ୍ଦିରକୁ ଆଦର୍ଶ ପର୍ଯ୍ୟଟନସ୍ଥଳୀ ମାନ୍ୟତା

ନୂଆଦିଲ୍ଲୀ : କେନ୍ଦ୍ର ସରକାର ଓଡ଼ିଶାର ବିଶ୍ୱପ୍ରସିଦ୍ଧ କୋଣାର୍କ ମନ୍ଦିରକୁ ଦେଶର ୧୯ଟି ଆଇକନିକ ବା ଆଦର୍ଶ ପର୍ଯ୍ୟଟନସ୍ଥଳୀ ମାନ୍ୟତା ପ୍ରଦାନ କରିଛନ୍ତି । ଏନେଇ କେନ୍ଦ୍ର ପର୍ୟ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ ପଟେଲ ମଙ୍ଗଳବାର ରାଜ୍ୟସଭାରେ ସୂଚନା ଦେଇଛନ୍ତି । ବିଜେଡ଼ି ସାଂସଦ ସସ୍ମିତ ପାତ୍ରଙ୍କ ଏକ ପ୍ରଶ୍ନର ଉତ୍ତରରେ ସେ ଏହି ସୂଚନା ଦେଇଥିବା ଜଣାପଡ଼ିଛି।

Comments are closed.