ମହମ୍ମଦ ଅବଦାଲ ଅଖତର ହେଲେ କୋରାପୁଟର ନୂଆ ଜିଲାପାଳ

ବଦଳିଲେ କୋରାପୁଟ ଜିଲାପାଳ ମଧୁସୂଦନ ମିଶ୍ର

ଭୁବନେଶ୍ବର: ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ କୋରାପୁଟ ଜିଲାପାଳ ମଧୁସୂଦନ ମିଶ୍ରଙ୍କ ବଦଳି ହୋଇଛି। କଟକର ପିଡି ଡିଆର୍‌ଡିଏ ମହମ୍ମଦ ଅବଦାଲ ଅଖତରଙ୍କୁ କୋରାପୁଟ ଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଅପରପକ୍ଷରେ କୋରାପୁଟ ଜିଲାପାଳ ମଧୁସୂଦନ ମିଶ୍ରଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗକୁ ବଦଳି କରାଯାଇଛି। ଏ ସଂକ୍ରାନ୍ତରେ ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଥିବା ସୂଚନା ମିଳିଛି।

Comments are closed.