କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୧୨ ମାମଲା, ୧୨ ଗିରଫ

ଭୁବନେଶ୍ବର : ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୧୨ଟି ମାମଲା ଦାୟର କରାଯାଇଛି। ଏଥି ମଧ୍ୟରୁ ୮ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୩ଟି ମାମଲା ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲ୍ଲଂଘନ ଏବଂ ୧ଟି ଅନ୍ୟାନ୍ୟ କାରଣ ପାଇଁ ଅଟେ। ବିଭିନ୍ନ ଅଭିଯୋଗରେ ୧୨ ଜଣଙ୍କୁ ଗିରଫ କରାଯାଇଛି।

Comments are closed.