ଦିନ ୧୦ଟା – ମୁଖ୍ୟ ଖବର

ହାତରେ ମେହେନ୍ଦି, ମୁଣ୍ଡରେ କୁଙ୍କୁମ ଓ ପାଦରେ ଅଳତା : ଆଜି ପହିଲି ରଜ

ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୪୩୩୯ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ;  ଏଥିସହିତ ଚିହ୍ନଟ ହୋଇଥିବା ନୂଆ ସଂକ୍ରମିତଙ୍କ ମଧ୍ୟରେ ସଂଗରୋଧରୁ ୨୪୭୫ ଏବଂ ସ୍ଥାନୀୟ ସଂକ୍ରମିତ ୧୮୬୪
ଗୋଟିଏ ଦିନରେ ୪୪ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି

ଯୁବତୀଙ୍କ ଗର୍ଭାଶୟରୁ ବାହାରିଲା ୧୦୬ ଟ୍ୟୁମର

୮ ମାସର ଗର୍ଭବତୀ; ତଥାପି ରୋଗୀଙ୍କ ଚିକିତ୍ସାରେ ସମର୍ପିତ

୩ ଫୁଟ ଲମ୍ବ ଖଣ୍ଡାରେ କେକ୍‍ କାଟିଲେ ବ୍ରିଟେନର ମହାରାଣୀ

ଫେସବୁକ ଓ ଟେଲିଗ୍ରାମ ଉପରେ ରୁଷିଆର ସାନି ଜରିମାନା

ପ୍ରତିମାସରେ ଗ୍ରାମାଞ୍ଚଳ ବିକାଶ ପାଇଁ ତେଲେଙ୍ଗାନା ସରକାର ଦେବେ ୩୩୯ କୋଟି ଟଙ୍କା

ରାତାରାତି କୋଟିପତି ହେବା ନିଶା ; ଚରସ କାରବାର କରୁଥିଲେ ଦୁଇ ପୁଲିସ କନଷ୍ଟେବଳ

ବିଶ୍ୱରେ ସବୁଠୁ ଲମ୍ବା ଆଖିପତାର କେଶ

Comments
Loading...