ଦିନ ୧୦ଟା – ମୁଖ୍ୟ ଖବର

ରଜ ଦୋଳି କଟକଟ : ଆଜି ପବିତ୍ର ରଜ ସଂକ୍ରାନ୍ତି

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୩୪୦୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧୯୪୨ ଏବଂ ସ୍ଥାନୀୟ ସଂକ୍ରମିତ ୧୪୬୩ ଜଣ

ପ୍ରାକ୍ତନ ଜିଲାପାଳଙ୍କ ଘରେ ବ୍ରହ୍ମପୁର ନାବାଳିକା

୧୬ରେ ଆଇଏନଆଇ-ସିଇଟି ଓ ୨୭ରେ ଏମ୍ସ ପ୍ରବେଶିକା ପରୀକ୍ଷା

କେନ୍ଦ୍ରଙ୍କୁ ଅନୁରୋଧ, ରାଜ୍ୟକୁ ମିଳୁ ଘରୋଇ ଡାକ୍ତରଖାନାର ୨୦ ଭାଗ ଟିକା

ରାଜ୍ୟରେ ସ୍ୱାଭାବିକରୁ ୩୪% ଅଧିକ ବର୍ଷା

ସଂକ୍ରାନ୍ତି ପୁରୁଷ କଥା ସମ୍ରାଟ ଫକିର ମୋହନଙ୍କ ୧୦୩ତମ ଶ୍ରାଦ୍ଧ ଦିବସ

ଶ୍ରଦ୍ଧାଳୁଙ୍କୁ ଦିଆଯାଇଥିଲା ୧ ଲକ୍ଷ ଜାଲ କୋଭିଡ ନମୁନା ପରୀକ୍ଷା ରିପୋର୍ଟ ; ହରିଦ୍ୱାର କୁମ୍ଭକୁ ନେଇ ସାମନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ

୨୦ ବର୍ଷ ହେଲା ଦରମା ଦେଉନାହାନ୍ତି ପାକିସ୍ତାନ ସରକାର ; ଫିଲିପାଇନ୍ସ କର୍ମଚାରୀଙ୍କ ଅଭିଯୋଗ

୧୨ ଟଙ୍କାରେ କିଣିବାକୁ ମିଳୁଛି ଘର

ଶଶିକଳାଙ୍କ ସହିତ କଥାହେଲେ ଦଳରୁ ବିଦା

ବେସରକାରୀ ଗୋଦାମରୁ ଜବତ ହେଲା ଲକ୍ଷେ ବସ୍ତା ସରକାରୀ ଚାଉଳ

ଜିଆନ୍‍ ଏଚ-୨୦ ବୋମାବର୍ଷୀ ବିମାନର ଚୂଡାନ୍ତ ପରୀକ୍ଷା ଚାଲିଛି ଲଦାଖ ସୀମାନ୍ତରେ ; ପୂର୍ବ ଲଦାଖ ଆରପଟେ ଚୀନ ସୀମାନ୍ତରେ ହେଉଛି ସମରାଭ୍ୟାସ

ଟିକା ନେଇ ୪୮୮ ଜଣଙ୍କ ମୃତ୍ୟୁ

ବିଶ୍ବ ଟେଷ୍ଟ ଚମ୍ପିଆନ୍‌ସିପ୍ ଫାଇନାଲ, ବିଜେତାଙ୍କୁ ୧୧.୭ କୋଟି ଟଙ୍କା

ୟୁରୋ କପ୍: ନେଦରଲାଣ୍ଡ୍‌ସ, ଚେକ୍ ଗଣତନ୍ତ୍ର ଓ ସ୍ଲୋଭାକିଆ ବିଜୟୀ

କୋପା ଅମେରିକା ଫୁଟ୍‌ବଲ ଆରମ୍ଭ, ବ୍ରାଜିଲ ଓ କଲମ୍ବିଆର ବିଜୟ

ଭବିଷ୍ୟତ ପିଢ଼ୀ ପାଇଁ ଏକ ସୁସ୍ଥ ପୃଥିବୀ ଛାଡ଼ିଯିବା ଆମର ପବିତ୍ର କର୍ତ୍ତବ୍ୟ : ପ୍ରଧାନମନ୍ତ୍ରୀ ; ମିଳିତ ଜାତିସଂଘର ‘ମରୁଭୂମିକରଣ, ମୃତ୍ତିକା ଅବକ୍ଷୟ ଓ ମରୁଡ଼ି ଉପରେ ଉଚ୍ଚସ୍ତରୀୟ ଆଲୋଚନା’ରେ ପ୍ରଧାନମନ୍ତ୍ରୀଙ୍କ ଦୀକ୍ଷାନ୍ତ ଭାଷଣ

Comments are closed.