ଦିନ ୧୦ଟା – ମୁଖ୍ୟ ଖବର

ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୩୬୩୧ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ; ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୨୦୬୯ ଏବଂ ସ୍ଥାନୀୟ ସଂକ୍ରମିତ ୧୫୬୨

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୯ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ; କରୋନା ଜନିତ ମୋଟ ମୃତ୍ୟୁସଂଖ୍ୟା ୩୪୭୧କୁ ବୃଦ୍ଧି

ଲିବ୍ୟା ଉପକୂଳରୁ ୨୦୦୦ରୁ ଅଧିକ ବେଆଇନ ଦେଶାଟନକାରୀ ଉଦ୍ଧାର

ମୁହଁ ଖୋଲିଲେ ମାଇକେଲ ଜ୍ୟାକସନଙ୍କ ଝିଅ ପ୍ୟାରିସ ଜ୍ୟାକସନ ; ପାପାରାଜିଙ୍କ ପାଇଁ ସେ ଦୀର୍ଘକାଳ ମାନସିକ ଅବସାଦ ଭୋଗିଛନ୍ତି

ସୀମାରେ ଧରାପଡିଲେ ୫ ବାଂଲାଦେଶୀ; ଲୁଚିଛପି ଭାରତ ଆସୁଥିଲେ

ପୁଟିନଙ୍କ କଥାକୁ ଭରସା କଲେ ବାଇଡେନ ; ରୁଷିଆ ଆଉ ନୂଆ ଶୀତଳ ଯୁଦ୍ଧ ଚାହୁଁନଥିବା କହିଲେ

ରାଜ୍ୟରେ ନୂଆ ଯାନବାହନ ପଞ୍ଜିକରଣକୁ ମିଳିଲା ଅନୁମତି

ହକି ଓଡ଼ିଶା ପରିଚାଳନା ଲାଗି ୫ ଜଣିଆ ଆଡ୍‌ ହକ୍‌ କମିଟି, ଓଡ଼ିଶାରୁ ୪ ପ୍ରତିିନିଧି

ପୁଟିନଙ୍କ କଥାକୁ ଭରସା କଲେ ବାଇଡେନ ; ରୁଷିଆ ଆଉ ନୂଆ ଶୀତଳ ଯୁଦ୍ଧ ଚାହୁଁନଥିବା କହିଲେ

ଆଇସିସି ଟେଷ୍ଟ ବ୍ୟାଟିଂ ମାନ୍ୟତା: ୪ର୍ଥରେ ବିରାଟ, ୨ୟରେ ଅଶ୍ବିନ ଓ ଜାଡେଜା

ଟଙ୍କା ପାଇଁ ରୋଗୀକୁ ହତ୍ୟା କଲେ ଡାକ୍ତରଖାନା କର୍ମଚାରୀ

ପ୍ରଫେସର ବିଶ୍ୱଜିତ ପଟ୍ଟନାୟକ ଏସିବିଏସପିର ଦକ୍ଷିଣ ପୂର୍ବ ଏସିଆ ଅଧ୍ୟକ୍ଷ ନିଯୁକ୍ତ

Comments
Loading...