ଦିନ ୧୦ଟା – ମୁଖ୍ୟ ଖବର

ଆଜି ଅନ୍ତର୍ଜାତୀୟ ଯୋଗ ଦିବସ

ଓଡ଼ିଶାରେ ୩୦୩୧ ନୂଆ ସଂକ୍ରମିତ ଚିହ୍ନଟ; ସଂଗରୋଧରୁ ୧୭୩୮ ଓ ସ୍ଥାନୀୟ ସଂକ୍ରମିତ ୧୨୯୩

ରାଜ୍ୟରେ ଦିନକରେ ୪୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଆଜିଠାରୁ ଦେଶର ସମସ୍ତ ୧୮ ବର୍ଷରୁ ଅଧିକ ନାଗରିକଙ୍କୁ ମାଗଣା ଟିକା

ଜର୍ମାନୀ ରାଷ୍ଟ୍ରଦୂତଙ୍କ ଆଶଙ୍କା; ଆସିପାରେ କରୋନାର ଚତୁର୍ଥ ଲହର

୩୫ କୋଟି ଛାତ୍ରଛାତ୍ରୀ ଗାଇବେ ଜାତୀୟ ସଂଗୀତ

ଉତ୍ତର ପ୍ରଦେଶରେ ଜଣେ ବ୍ୟକ୍ତି ୫ ବର୍ଷ କାଳ ଦୁଇ ଦୁଇଟି ସରକାରୀ ଚାକିରି କରି ଶେଷରେ ଧରା ପଡିଛନ୍ତି

ଅନଲାଇନରେ ଝିଅ ପଢୁଛି ପାଠ; ମୁଣ୍ଡ ଉପରେ ଛତା ଧରିଛନ୍ତି ବାପା

ଫୌସି ମାନିଲେ- କୋଭିଡ୧୯ ଲାବୋରେଟୋରୀରେ ପ୍ରସ୍ତୁତ କରାଯାଇଥାଇପାରେ

ମନାକଲା କେନ୍ଦ୍ର, କ୍ଷମତା ବାହାରେ କରୋନା ମୃତକଙ୍କ ପରିବାରକୁ ୪ଲକ୍ଷ କ୍ଷତିପୂରଣ

ମହାରାଷ୍ଟ୍ରରେ ଡେଲଟା ପ୍ଲସ୍‌, ଆଣିପାରେ ତୃତୀୟ ଲହର

ଜରୁରୀ ନୁହେଁ ଆଗୁଆ ପଞ୍ଜୀକରଣ, ଦିନକୁ ଦିଆଯିବ ୫୦ଲକ୍ଷ ଟିକା

Comments
Loading...