ଦିନ ୧୨ଟା – ମୁଖ୍ୟ ଖବର

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮,୭୮୬ ଜଣ ନୂଆ କୋଭିଡ ସଂକ୍ରମିତ ଚିହ୍ନଟ

ଦିନକରେ ୬୧,୫୮୮ ଜଣ ସୁସ୍ଥ ; ମୋଟ ଆରୋଗ୍ୟ ଲାଭ ୨,୯୪,୮୮,୯୧୮,ଆରୋଗ୍ୟ ହାର ୯୬.୯୭%

୨ରୁ ୧୭ ବର୍ଷ ପିଲାଙ୍କ ଉପରେ କୋଭୋଭାକ୍ସ ଟିକା ପରୀକ୍ଷଣକୁ ମନା କଲେ ସରକାର ; ସେରମ୍‍ ଇନଷ୍ଟିଚ୍ୟୁଟ ପକ୍ଷରୁ କରାଯାଇଥିଲା ଆବେଦନ

ଅଧିକ ତାଲାବନ୍ଦ ହେଲେ ବ୍ୟବସାୟ, ନିଯୁକ୍ତି ଓ ଅର୍ଥନୀତି ବିଧ୍ୱସ୍ତ ହୋଇଯିବ- ରାହୁଲ ବଜାଜ

ଚଳନ୍ତା ଟ୍ରେନରୁ ଖସିଲେ ଯାତ୍ରୀ ; ଉଦ୍ଧାର କଲେ ଆରପିଏଫ ଯବାନ

ଟିଟିଲାଗଡ଼ ସହର ଶିଶୁ ମନ୍ଦିର ନିକଟସ୍ଥ ଟିଟିଲାଗଡ଼ ବଲାଂଗୀର ରାସ୍ତାରେ ଏକ କ୍ରେନ ଚାପାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ

ଓଡ଼ିଶାରେ ଗୋଟିଏ ଦିନରେ ୩୦୮୭ ନୂଆ କୋଭିଡ ସଂକ୍ରମିତଙ୍କୁ ଚିହ୍ନଟ ; ସଂଗରୋଧରୁ ୧୭୭୫ ଏବଂ ସ୍ଥାନୀୟ ସଂକ୍ରମିତ ୧୩୧୨

ରାଜ୍ୟରେ ଦିନକରେ ୪୫ କରୋନା ସଂକ୍ରମିତଙ୍କ ମୃତ୍ୟୁ

ହାତ ଟେକିଦେଲେ ମନ୍ତ୍ରୀ, ଅଭାବରୁ ୧୬ ଜିଲାରେ ଟିକାକରଣ ବାତିଲ

୮ ଜିଲାରେ ପ୍ରବଳ ବର୍ଷିବ

ଶ୍ରୀମନ୍ଦିର ସେବାୟତ ଟାଣିବେ ତିନିରଥ

ଡ୍ରୋନ୍‌ ଆକ୍ରମଣର ୪ଦିନ ପରେ ଜାମ୍ମୁ ବାୟୁସେନା ଘାଟିରେ ଡ୍ରୋନ୍‌ନିରୋଧୀ ବ୍ୟବସ୍ଥା କାର୍ୟ୍ୟକାରୀ କରାଯିବା ସହ ଲଗାଯାଇଛି ଜାମର ; ଜାତୀୟ ସୁରକ୍ଷା ବାହିନୀ ବା ଏନ୍‌ଏସ୍‌ଜି ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି

ଭୂମିହୀନ କୃଷକ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

 

Comments are closed.