କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୧୪ ମାମଲା, ୪୭ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୧୪ ଟି ମାମଲା ଦାୟର କରାଯାଇଛି । ଏଥି ମଧ୍ୟରୁ ୧୧ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୧ଟି ମାମଲା ଗୁଜବ ପ୍ରଚାର ଏବଂ ୨ଟି ମାମଲା ଅନ୍ୟାନ୍ୟ କାରଣ ପାଇଁ ଅଟେ । ୪୭ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.