କୋଭିଡ୍-୧୯ ମାର୍ଗଦର୍ଶିକା ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୪ ମାମଲା, ୨୫ ଗିରଫ

ଭୁବନେଶ୍ବର : ରାଜ୍ୟରେ କୋଭିଡ୍-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୪ଟି ମାମଲା ଦାୟର କରାଯାଇଛି। ଏହି ସମସ୍ତ ମାମଲା ଲକ୍ ଡାଉନ୍ ସଂପର୍କିତ ଅଟେ। ବିଭିନ୍ନ ଅଭିଯୋଗରେ ୨୫ ଜଣଙ୍କୁ ଗିରଫ କରାଯାଇଛି ବୋଲି ସୂଚନାଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।