ଦୋକାନ କବାଟ ଭାଙ୍ଗି ଲକ୍ଷାଧିକ ଟଙ୍କାର ଲୁଟ ଅଭିଯୋଗ

ବାଲେଶ୍ୱର : ବାଲେଶ୍ୱର ଜିଲାସ୍ଥିତ ସୋର ବ୍ଲକ ଗୋପାଳପୁର ବଜାରରେ ଶନିବାର ବିଳମ୍ବିତ ରାତିରେ ସିରିଜ ଚୋରି ହୋଇଥିବା ଅଭିଯୋଗ ହୋଇଛି। ରାତିରେ ପ୍ରାୟ ୪ଟି ଦୋକାନର କବାଟ ଭାଙ୍ଗି ଲକ୍ଷାଧିକ ଟଙ୍କାର ଲୁଟ ହୋଇଥିବା ସୂଚନା ମିଳିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Comments are closed.