୫ ଲକ୍ଷ ଟଙ୍କା ଲୁଟ୍ ଅଭିଯୋଗ

0

ରାଉରକେଲା: ଦିନ ଦ୍ବିପ୍ରହରରେ ଜଣେ କର୍ମଚାରୀଙ୍କଠାରୁ ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି । ଏକ ଘରୋଇ ସଂସ୍ଥାର କର୍ମଚାରୀ ବ୍ୟାଙ୍କରୁ ଟଙ୍କା ଉଠାଇ ଫେରୁଥିବା ବେଳେ ଦୁଇ ଜଣ ଦୁର୍ବୃତ୍ତ ତାଙ୍କୁ ଅଟକାଇଥିଲେ । ତାଙ୍କୁ ମାଡ ମାରିବା ସହ ୫ ଲକ୍ଷ ଟଙ୍କା ଲୁଟି ନେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ । ଏନେଇ ସେ ରଘୁନାଥପାଲି ଥାନାରେ ଅଭିଯୋଗ କରିଛନ୍ତି । ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଛି ।

Leave A Reply