ଏସଓଜି ଯବାନ ଓ ମାଓବାଦୀ ମୁହାଁମୁହିଁ

ମାଲକାନଗିରି : ମାଲକାନଗିରି ଏସଓଜି ଯବାନମାନେ ମାଓ ଦମନ ନେଇ ମାଡ଼କାପଦର ଅଂଚଳରେ ସର୍ଚ୍ଚ ଅପରେସନ ଜାରି ରହିଥିବା ବେଳେ ଆଜି ସକାଳୁ ମାଓବାଦୀଙ୍କ ସହ ମୁହାଁ ମୁହିଁ ହୋଇଛନ୍ତି। ପ୍ରଥମେ ଯବାନଙ୍କୁ ଦେଖି ମାଓବାଦୀମାନେ ଗୁଳି ଚାଳନା କରିଥିଲେ । ତେବେ ଏସଓଜି ଯବାନ ମାନେ ଏହାର ପାଲଟା ଜବାବ ଦେଇଥିଲେ । ବର୍ତମାନ ମଧ୍ୟ ସମ୍ପୃକ୍ତ ଅଂଚଳରେ ଗୁଳିବିନିମୟ ଜାରି ରହିଥିବା ବେଳେ ଜଣେ ମାଓବାଦୀର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି।

Comments are closed.