ମୁମ୍ବଇର ଏକ ଅଟ୍ଟାଳିକାରେ ଅଗ୍ନିକାଣ୍ଡ, ୫ ଗୁରୁତର

ମୁମ୍ବଇ: ମହାରାଷ୍ଟ୍ରର କମାଠିପୁରା (ନାଗପାଡା)ର ଏକ ଅଟ୍ଟାଳିକାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୫ ଜଣ ଲୋକ ଗୁରୁତର ଭାବେ ଆହତ ହୋଇଛନ୍ତି। ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣା ସମ୍ପର୍କରେ ଅଧିକ ସୂଚନା ମିଳିପାରି ନାହିଁ।

Comments are closed.