ବାଲିଗୁଡ଼ାରେ ମାଓ ପୋଷ୍ଟର

0

ବାଲିଗୁଡ଼ା : କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ସିମନବାଡ଼ି ଅଞ୍ଚଳରେ ସିପିଆଇ ମାଓବାଦୀଙ୍କ ପୋଷ୍ଟର ଦେଖିବାକୁ ମିଳିଛି। ସିପିଆଇ ମାଓବାଦୀ ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ ଏହି ପୋଷ୍ଟର ଲଗାଯାଇଛି। ଡ଼ିସେମ୍ବର ୧୨ଯାଏଁ ପ୍ରତିରୋଧ ସପ୍ତାହ ପାଳନ ଲାଗି ମାଓବାଦୀଙ୍କ ପକ୍ଷରୁ ଆହ୍ୱାନ ଦିଆଯାଇଛି। ଆଦିବାସୀଙ୍କ ଉପରେ ଅତ୍ୟାଚାର ବନ୍ଦ କରିବାକୁ ପୋଷ୍ଟରରେ ଉଲ୍ଲେଖ ରହିଛି।

Leave A Reply