ଝଡ଼ବର୍ଷା ସହ ବଜ୍ରପାତ ଆଶଙ୍କା : ୪ ଜିଲାକୁ ସତର୍କ ସୂଚନା ଜାରି

0

ଭୁବନେଶ୍ୱର : ରାଜ୍ୟର ୪ଟି ଜିଲାରେ ଗୁରୁବାର ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି। ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲାକୁ ଏହି ସତର୍କ ସୂଚନା ଦିଆଯାଇଛି। ଅପରାହ୍ନ ୪ଟା ୧୫ ପର୍ଯ୍ୟନ୍ତ ଏହି ଚାରେଟି ଜିଲାର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Leave A Reply