‘ଓଡ଼ିଶା ଅଲମ୍ପିକ୍ସ ମୂଲ୍ୟବୋଧ ଶିକ୍ଷା’ ଉଦ୍‌ଘାଟନ କାର୍ଯ୍ୟକ୍ରମ

ରାଜ୍ୟରେ ‘ଓଡ଼ିଶା ଅଲମ୍ପିକ୍ସ ମୂଲ୍ୟବୋଧ ଶିକ୍ଷା’ ଉଦ୍‌ଘାଟନ କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ଠାରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଆଭାସି ମାଧ୍ୟମରେ ଯୋଡ଼ି ହୋଇ ବକ୍ତବ୍ୟ ରଖିଛନ୍ତି, କାର୍ଯ୍ୟକ୍ରମରେ ଜିଲାପାଳ ନିଖିଲ ପବନ କଲ୍ୟାଣ, ଜିଲା ଶିକ୍ଷା ଅଧିକାରୀ ଅମୂଲ୍ୟ କୁମାର ପଧାନ ଓ ଛାତ୍ରଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ

Comments are closed.